ଯେକୌଣସି ବସ୍ତୁ ବାହାରକୁ ବାହାରୁଥିବାର ମାର୍ଗ
Ex. ନିର୍ଗମନ ନଳା ସଫା କରିବା ଉଚିତ
ONTOLOGY:
भौतिक स्थान (Physical Place) ➜ स्थान (Place) ➜ निर्जीव (Inanimate) ➜ संज्ञा (Noun)
କୌଣସି ସ୍ଥାନରୁ ବା ଦେଶରୁ ବହୁତ ଅଧିକ ପରିମାଣରେ ବିଶେଷକରି ଧନ ଆଦି ବାହାରକୁ ଯାଉଥିବାର କାମ
Ex. ମୁଦ୍ରାର ନିର୍ଗମନ ଉପରେ ପ୍ରତିବନ୍ଧ କିପରି ଲଗାଯାଇପାରିବ
ONTOLOGY:
कार्य (Action) ➜ अमूर्त (Abstract) ➜ निर्जीव (Inanimate) ➜ संज्ञा (Noun)