Dictionaries | References

କପି

   
Script: Odia

କପି

ori.wordnet.indo | Oriya  Oriya |   | 
 noun  ପୁସ୍ତକ ବା ସମାଚାର ପତ୍ରର ନକଲ   Ex. ପ୍ରତିଦିନ ସମଚାର ପତ୍ରର କେତେ ହଜାର କପି ବିକ୍ରି ହୋଇଥାଏ
ONTOLOGY:
मानवकृति (Artifact)वस्तु (Object)निर्जीव (Inanimate)संज्ञा (Noun)
 noun  ଯେଉଁ କାଗଜ ଉପରେ କୌଣସି ଲେଖା ବା ବିବରଣ ଉତୁରା ଯାଇଥାଏ   Ex. ବୋର୍ଡ଼ ପରୀକ୍ଷାରେ ନକଲ କରିବାପାଇଁ ପିଲାମାନେ କପି ତିଆରି କରୁଛନ୍ତି
MERO STUFF OBJECT:
ONTOLOGY:
मानवकृति (Artifact)वस्तु (Object)निर्जीव (Inanimate)संज्ञा (Noun)
SYNONYM:
 noun  କୌଣସି ଶବ୍ଦ, ବାକ୍ୟ, ଲେଖା ଆଦିକୁ ଦେଖି ସେଗୁଡ଼ିକୁ ଆକ୍ଷରିକଭାବେ ଲେଖିବାର ପ୍ରକ୍ରିୟା   Ex. ଶିକ୍ଷକ ଦୁଇଜଣ ପରୀକ୍ଷାର୍ଥୀଙ୍କୁ କପି କଲାବେଳେ ଧରିଲେ
ONTOLOGY:
कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
SYNONYM:
Wordnet:
 noun  ଛୋଟ ଲାଞ୍ଜଥିବା ବା ନଥିବା ପ୍ରାଇମେଟ ଯାହା ମାଙ୍କଡ଼ ପରି   Ex. କପି ଏବଂ ମାଙ୍କଡ଼ ଦୁଇଟି ଅଲଗା ଜାତିର ଅଟନ୍ତି
ONTOLOGY:
वानर (Ape)स्तनपायी (Mammal)जन्तु (Fauna)सजीव (Animate)संज्ञा (Noun)
Wordnet:
panਅਪੂਛ ਬਾਂਦਰ
urdبوزنہ , بے دم کا بندر
   see : ମାଙ୍କଡ଼

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP