ଯେଉଁ ଶାରୀରିକ ଅବସ୍ଥାରେ କୌଣସି କାରଣରୁ ଏପରି ଜଣାପଡ଼େ ଯେ ସବୁକିଛି ଗୋଲ ଗୋଲ ଘୂରୁଛି ବା ଶରୀର ଘୂରୁଛି
Ex. ବେଳେବେଳେ କିଛି ନଖାଇ ନପିଇ ରହିଲେ ଚକ୍କର ଆସେ
ONTOLOGY:
शारीरिक अवस्था (Physiological State) ➜ अवस्था (State) ➜ संज्ञा (Noun)
Wordnet:
benমাথা ঘোরা
kokघुंवळ
marघेरी
sanभ्रमः
ଯେଉଁ ଅବସ୍ଥାରେ କେହି ଫାନ୍ଦରେ ପଡ଼ି ଯାଏ ବା ପାଣିରେ ହେଉଥିବା ଭଉଁରୀର ଲାକ୍ଷଣିକ ପ୍ରୟୋଗ
Ex. ପଇସା ଚକ୍କରରେ ପ୍ରତ୍ୟେକ ବ୍ୟକ୍ତି ଫସି ଯାଇଛନ୍ତି
ONTOLOGY:
अवस्था (State) ➜ संज्ञा (Noun)
Wordnet:
gujભંવર
kokभंवरो
panਭੰਵਰ
urdبھنور , چکر