Dictionaries | References

ଠୁଙ୍ଗା

   
Script: Odia

ଠୁଙ୍ଗା

ori.wordnet.indo | Oriya  Oriya |   | 
 noun  କିଛି ରଖିବାପାଇଁ କାଗଜ, ଧାତୁଆଦିରେ ତିଆରି ହୋଇଥିବା ବେଲଣାକାରର ଲଫାପା ବା ଡବା   Ex. ଦୋକାନୀ ଠୁଙ୍ଗାରେ ବୁଟ ଦେଲା
ONTOLOGY:
मानवकृति (Artifact)वस्तु (Object)निर्जीव (Inanimate)संज्ञा (Noun)
 noun  କାଗଜରେ ତିଆରି ଶଙ୍କୁ ଆକାରର ପାତ୍ର ଯେଉଁଥିରେ ଭଜା ବାଦାମ, ଚଣାଆଦି ଭର୍ତ୍ତିକରି ବିକ୍ରିକରାଯାଏ   Ex. ବାଦାମବାଲା ପିଲାଟିର ଦୁଇ ହାତରେ ଠୁଙ୍ଗା ଧରାଇଦେଲା
ONTOLOGY:
मानवकृति (Artifact)वस्तु (Object)निर्जीव (Inanimate)संज्ञा (Noun)
 noun  କାଗଜ ଆଦିରେ ତିଆରି କରାଯାଇଥିବା ବସ୍ତୁ ଯେଉଁଥିରେ କୌଣସି ବସ୍ତୁ ରଖାଯାଏ   Ex. ଦୋକାନୀ ଦୋକାନକୁ ସଜାଇବାପାଇଁ ନୂଆ ନୂଆ ବସ୍ତୁଗୁଡ଼ିକୁ ଠୁଙ୍ଗାରେ ଅଲଗା କରୁଛନ୍ତି
ONTOLOGY:
मानवकृति (Artifact)वस्तु (Object)निर्जीव (Inanimate)संज्ञा (Noun)

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP