Dictionaries | References

ଦଉଡ଼ାଇବା

   
Script: Odia

ଦଉଡ଼ାଇବା

ori.wordnet.indo | Oriya  Oriya |   | 
 verb  କାହାରିକୁ କିଛି କାମ କରିବାପାଇଁ କୌଣସି ସ୍ଥାନକୁ ଶୀଘ୍ର ପଠାଇବା   Ex. ଖୁଡ଼ୀ ରୋହନକୁ ଜିନିଷ ଆଣିବାପାଇଁ କେତେଥର ବଜାରକୁ ଦଉଡ଼ାଇଲେ
ONTOLOGY:
कर्मसूचक क्रिया (Verb of Action)क्रिया (Verb)
 verb  ଚାରିଆଡ଼େ ବୁଲାଇବା   Ex. ବ୍ୟାଙ୍କର ବାବୁ ଋଣ ମଞ୍ଜୁର କରିବାପାଇଁ ବହୁତ ଦଉଡ଼ାଇଲେ
ONTOLOGY:
()कर्मसूचक क्रिया (Verb of Action)क्रिया (Verb)
 verb  ଦଉଡ଼ାଇବା କାମ ଅନ୍ୟ କାହାଦ୍ୱାରା କରାଇବା   Ex. ଶିକ୍ଷକ ଛାତ୍ରମାନଙ୍କୁ ପଡ଼ିଆରେ ଦଉଡ଼ାଇଲେ
ONTOLOGY:
कार्यसूचक (Act)कर्मसूचक क्रिया (Verb of Action)क्रिया (Verb)
SYNONYM:
 verb  ବ୍ୟର୍ଥରେ ପ୍ରତୀକ୍ଷା କରିବା   Ex. ମନ୍ତ୍ରୀ ଚାକିରୀ ଲାଳସା ଦେଖାଇ ରାମୁକୁ ମାସମାସ ଧରି ଦଉଡ଼ାଉଛନ୍ତି
ONTOLOGY:
प्रेरणार्थक क्रिया (causative verb)क्रिया (Verb)
SYNONYM:
Wordnet:
kokताटकळत दवरप
marताटकळत ठेवणे
panਲਾਰੇ ਲਗਾਉਣਾ
tamவீணாக காக்க வை
telభోజనం ఇవ్వకపోవు
urdٹپانا , بیوقوف بنانا

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP