Dictionaries | References

ଧାଡ଼ି

   
Script: Odia

ଧାଡ଼ି

ori.wordnet.indo | Oriya  Oriya |   | 
 noun  ଏଭଳି ପରମ୍ପରା ଯେଉଁଥିରେ ଏକ ପ୍ରକାର ବସ୍ତୁ,ବ୍ୟକ୍ତି ବା ଜୀବ ଜଣେ ଅନ୍ୟ ଜଣଙ୍କ ପଛରେ ସିଧାରେ ରହେ   Ex. ସଉଦା ଦୋକାନରେ ଲୋକେ ଧାଡ଼ିରେ ଛିଡ଼ାହୋଇଥାନ୍ତି / ଲୋକେ ଧାଡ଼ିରେ ବସି ଖାଉଛନ୍ତି
ONTOLOGY:
भौतिक अवस्था (physical State)अवस्था (State)संज्ञा (Noun)
 noun  ବହୁ ପରିବାର ରହିବାପାଇଁ ଏକ ଧାଡ଼ିରେ ଲଗାଲଗି ହୋଇ ତିଆରି କରାଯାଇଥିବା ଅନେକ ଘର   Ex. ବମ୍ବେରେ ଜାଗା କମ୍‌ କାରଣରୁ ଲୋକେ ଧାଡ଼ିରେ ରହନ୍ତି
ONTOLOGY:
समूह (Group)संज्ञा (Noun)
SYNONYM:
 noun  ଏକସ୍ଥାନରେ ବା ମଝିରେ ଏଣେତେଣେ ହୋଇ କିଛି ଦୂର ପର୍ଯ୍ୟନ୍ତ ଯାଇଥିବା କମ ଚଉଡ଼ାଲମ୍ବା ବସ୍ତୁ ବା ଭୂଭାଗ   Ex. ରାସ୍ତାର ଦୁଇପାର୍ଶ୍ୱରେ ଦୋକାନର ଲମ୍ବା ଧାଡ଼ି ରହିଛି
ONTOLOGY:
वस्तु (Object)निर्जीव (Inanimate)संज्ञा (Noun)
SYNONYM:
 noun  ଲୋକ ବା ବାହନମାନଙ୍କର ଧାଡ଼ି ଯାହା କାହାକୁ ବା କିଛିପାଇଁ ଅପେକ୍ଷା କରିଛନ୍ତି   Ex. ଧାଡ଼ି ଭାଙ୍ଗି ଯାତ୍ରୀ ଭରୁଥିବା ଚାଳକକୁ ବହୁତ ମାଡ଼ ହେଲା
ONTOLOGY:
समूह (Group)संज्ञा (Noun)
Wordnet:
   see : ପଂକ୍ତି

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP