Dictionaries | References

ନିର୍ଦ୍ଦେଶ

   
Script: Odia

ନିର୍ଦ୍ଦେଶ

ori.wordnet.indo | Oriya  Oriya |   | 
 noun  (ବଡ଼ର ଛୋଟକୁ) ଅମୁକ କାର୍ଯ୍ୟ ଏଭଳି ହେବା ଆବଶ୍ୟକ ବୋଲି ବତାଇବା କ୍ରିୟା   Ex. ସେ ଶିକ୍ଷକଙ୍କ ନିର୍ଦ୍ଦେଶ ଅନୁସାରେ କାମ କରି ସଫଳ ହେଲା
HYPONYMY:
ONTOLOGY:
कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
 noun  ନିର୍ଦ୍ଦେଶ କରିବାର ପ୍ରକ୍ରିୟା ବା ଭାବ   Ex. ଏହି କାମ ମେଜର ଚୋପଡ଼ାଙ୍କ ନିର୍ଦ୍ଦେଶରେ ହେଉଛି
HYPONYMY:
ONTOLOGY:
कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
 noun  ଏଭଳି ଅନୁରୋଧ ବା ଆଦେଶ ଯାହାର ପାଳନ ପାଇଁ ବାରମ୍ବାର କୁହାଯାଇଛି   Ex. ମାଲିକ ଚାକରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ବଳଦମାନଙ୍କୁ ଖାଲି କୁଟାନଡ଼ା ଖୁଆଯାଉ
ONTOLOGY:
शारीरिक कार्य (Physical)कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
   see : ହୁକୁମ

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP