Dictionaries | References

ପଂକ୍ତି

   
Script: Odia

ପଂକ୍ତି

ori.wordnet.indo | Oriya  Oriya |   | 
 noun  କୌଣସି କବିତା ବା ଗୀତରେ ଥିବା ଚରଣ ବା ପଦ   Ex. ସୀତା ସ୍ୱଲିଖିତ କବିତାର ଗୋଟିଏ ପଂକ୍ତି ଶୁଣାଇଲେ
MERO COMPONENT OBJECT:
ONTOLOGY:
भाग (Part of)संज्ञा (Noun)
 noun  କୌଣସି ପଷ୍ଠା ବା କୌଣସି ବସ୍ତୁର ପର୍ଦ୍ଦାଆଦି ଉପରେ ସିଧାରେ ଲେଖାହୋଇଥିବା ଲେଖା   Ex. ଉଦାହରଣ ନିମନ୍ତେ ଆପଣ ପଞ୍ଚମ ପଂକ୍ତି ଦେଖନ୍ତୁ
HYPONYMY:
ଅଧା ଚଉପଦୀ
ONTOLOGY:
गुणधर्म (property)अमूर्त (Abstract)निर्जीव (Inanimate)संज्ञा (Noun)
SYNONYM:
ଧାଡ଼ି ଲାଇନ୍‌
Wordnet:
 noun  ଗୋଟିଏ ବୈଦିକ ଛନ୍ଦ   Ex. ପଂକ୍ତିରେ ଚାଳିସଟି ବର୍ଣ୍ଣ ଥାଏ
ONTOLOGY:
गुणधर्म (property)अमूर्त (Abstract)निर्जीव (Inanimate)संज्ञा (Noun)
 noun  ଗୋଟିଏ ବର୍ଣ୍ଣବୃତ୍ତ   Ex. ପଂକ୍ତିରେ ପ୍ରତ୍ୟେକ ପାଦରେ ଗୋଟିଏ ଭଗଣ ଏବଂ ଶେଷରେ ଦୁଇଟି ଗୁରୁ ହୋଇଥାଏ
ONTOLOGY:
गुणधर्म (property)अमूर्त (Abstract)निर्जीव (Inanimate)संज्ञा (Noun)
   see : ଧାଡ଼ି

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP