Dictionaries | References

ପରିତ୍ୟାଗ

   
Script: Odia

ପରିତ୍ୟାଗ

ori.wordnet.indo | Oriya  Oriya |   | 
 noun  ନିଜ ଅଧିକାର କିମ୍ବା ସତ୍ତ୍ୱକୁ ସଂମ୍ପୂର୍ଣ୍ଣ ଭାବେ ଛାଡ଼ିବାର କ୍ରିୟା   Ex. ରାଜାଙ୍କ ପଦ ପରିତ୍ୟାଗରେ ପ୍ରଜା ବହୁତ ଦୁଃଖୀ ଥିଲେ
ONTOLOGY:
शारीरिक कार्य (Physical)कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
 noun  କୌଣସି ବସ୍ତୁ କିମ୍ବା ପ୍ରାଣୀଙ୍କଠାରୁ ସଂବନ୍ଧ ଛିନ୍ନ କରିବାର କ୍ରିୟା ବା ଭାବ   Ex. ସ୍ତ୍ରୀ ତଥା ପିଲାମାନଙ୍କୁ ପରିତ୍ୟାଗ କରିବାପରେ ସେ କେବେ ସୁଖୀ ହୋଇ ରହି ପାରିଲା ନାହିଁ
ONTOLOGY:
कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
Wordnet:
mniꯊꯥꯗꯣꯛꯄ
urdچھوڑنا , عدم تعلقی , بےنیازی , لاتعلقی , بےتعلقی , قطع تعلق
 noun  ସବୁଦିନପାଇଁ ତ୍ୟାଗ କରିବା   Ex. ତାଙ୍କୁ ଘର-ପରିବାରକୁ ପରିତ୍ୟାଗ କରିବାରୁ କଣ ମିଳିଲା
ONTOLOGY:
शारीरिक कार्य (Physical)कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
   see : ବର୍ଜନ

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP