Dictionaries | References

ପାଗଳ

   
Script: Odia

ପାଗଳ

ori.wordnet.indo | Oriya  Oriya |   | 
 adjective  ଯାହାର କିଛି ପାଗଳାମି ବା ଉନ୍ମାଦଭାବ ଅଛି   Ex. ସେ ଜଣେ ପାଗଳ ବ୍ୟକ୍ତି
MODIFIES NOUN:
ONTOLOGY:
अवस्थासूचक (Stative)विवरणात्मक (Descriptive)विशेषण (Adjective)
 adjective  କ୍ରୋଧ, ପ୍ରେମଆଦି କାରଣରୁ ଯେ ନିଜକୁ ନିୟନ୍ତ୍ରଣ କରିପାରେ ନାହିଁ   Ex. କ୍ରୋଧରେ ପାଗଳ ବ୍ୟକ୍ତି କିଛି ବି କରିପାରେ
MODIFIES NOUN:
ONTOLOGY:
अवस्थासूचक (Stative)विवरणात्मक (Descriptive)विशेषण (Adjective)
 adjective  ଯାହାର ମସ୍ତିଷ୍କରେ ବିକାର ଆସିଯାଇଛି   Ex. ରାମ ନିଜ ଆଖି ଆଗରେ ନିଜ ଘର ଭାଙ୍ଗିଯିବା ଦେଖି ପାଗଳ ହୋଇଗଲା
MODIFIES NOUN:
ONTOLOGY:
अवस्थासूचक (Stative)विवरणात्मक (Descriptive)विशेषण (Adjective)
 noun  ଯେଉଁ ବ୍ୟକ୍ତିର ମଥା କାମକରେ ନାହିଁ   Ex. ରାସ୍ତାରେ ପାଗଳ ଲୋକଟି ନିଜକୁ ନିଜେ କଥା କହି କହି ଯାଉଥିଲା
ONTOLOGY:
व्यक्ति (Person)स्तनपायी (Mammal)जन्तु (Fauna)सजीव (Animate)संज्ञा (Noun)
 adjective  ଯେ ନିଜ ଅଧିନରେ ନାହିଁ   Ex. ପାଗଳ ହାତୀକୁ ଧରିବାପାଇଁ ଚେଷ୍ଟା ଚାଲୁରହିଅଛି
MODIFIES NOUN:
ONTOLOGY:
अवस्थासूचक (Stative)विवरणात्मक (Descriptive)विशेषण (Adjective)

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP