Dictionaries | References

ପ୍ରବାହ

   
Script: Odia

ପ୍ରବାହ

ori.wordnet.indo | Oriya  Oriya |   | 
 noun  ବହିବାର କ୍ରିୟା ବା ଭାବ   Ex. ସେ ପାଣି ପ୍ରବାହରେ ଭାସି ଗଲା / ବର୍ଷା ଦିନରେ ନଦୀମାନଙ୍କର ପ୍ରବାହ ବଢ଼ିଯାଏ
ONTOLOGY:
कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
 noun  ଗୋଟିଏ ପରେ ଗୋଟିଏ ଘଟୁଥିବା ଘଟଣା ବା ଲଗାତାରଭାବେ ବିଚାରଆଦିର ପ୍ରଭାବଶାଳୀ କ୍ରମ   Ex. ଏହି ଲେଖାରେ ଲେଖକଙ୍କ ବିଚାରଶକ୍ତିର ପ୍ରବାହ ରହିଛି / କାବ୍ୟଗୋଷ୍ଠୀରେ କବିତାଗୁଡ଼ିକର ଧାରା ଶ୍ରୋତାମାନଙ୍କୁ ବାନ୍ଧିରଖିଥିଲା
ONTOLOGY:
मनोवैज्ञानिक लक्षण (Psychological Feature)अमूर्त (Abstract)निर्जीव (Inanimate)संज्ञा (Noun)
SYNONYM:
   see : ଧାରା, ସ୍ରୋତ

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP