Dictionaries | References

ଫାଟିବା

   
Script: Odia

ଫାଟିବା

ori.wordnet.indo | Oriya  Oriya |   | 
 verb  କୌଣସି ପୋଲା ବସ୍ତୁରେ ଏକ ପ୍ରକାର ଫାଟ ପଡ଼ିଯିବା, ଯାହାଦ୍ୱାରା ଭିତରର ବସ୍ତୁ ବାହାରକୁ ବାହାରି ଆସେ ବା ଦେଖା ଯାଏ   Ex. ତାହାର ଝୁଲା ଫାଟିଗଲା ଏବଂ ସବୁ ଜିନିଷ ରାସ୍ତାରେ ବୁଣି ହୋଇଗଲା
ONTOLOGY:
कर्मसूचक क्रिया (Verb of Action)क्रिया (Verb)
 verb  କୌଣସି ବସ୍ତୁର କିଛି ଅଂଶ ଅଲଗା ହୋଇଯିବା   Ex. ଶିମିଳି ଫଳ ଶୁଖିବାମାତ୍ରେ ଫାଟିଯାଏ
HYPERNYMY:
 verb  ଅତ୍ୟଧିକ ପୀଡ଼ା ହେବା   Ex. ଆଜି ସକାଳରୁ ହିଁ ବିନ୍ଧାରେ ମୋ ମୁଣ୍ଡ ଫାଟିଯାଉଛି
ONTOLOGY:
होना क्रिया (Verb of Occur)क्रिया (Verb)
 verb  ସୁଖିବା ବା କୁଞ୍ଚିତ ହେବା କାରଣରୁ ଫାଟିବା   Ex. ଶୀତ ଦିନରେ ତେଲ ଆଦି ନ ଲଗାଇବାରୁ ଚମଡ଼ା ଫାଟିଯାଏ
HYPERNYMY:
ଫାଟିବା
ONTOLOGY:
भौतिक अवस्थासूचक (Physical State)अवस्थासूचक क्रिया (Verb of State)क्रिया (Verb)
 verb  ଶୁଖିବା କାରଣରୁ ଫାଟିଯିବା   Ex. ଶୁଖିଲା ପଡ଼ିବା କାରଣରୁ ଜମି ଫାଟିଗଲା
ONTOLOGY:
होना क्रिया (Verb of Occur)क्रिया (Verb)
SYNONYM:
ବିଦୀର୍ଣ୍ଣ ହେବା
Wordnet:
asmফাটি যোৱা
benফেটে যাওয়া
mniꯈꯔ꯭ꯛ ꯈꯔ꯭ꯛ꯭ꯂꯥꯎꯕ
urdتڑکنا , درکنا , چٹخنا
 verb  ଉପରେ ଚୋପା ବା ଆବରଣ ଥିବା ଏବଂ ଭିତର ଭାଗରେ ପୋଲା ବା ନରମ ଜିନିଷରେ ଭର୍ତ୍ତିଥିବା ଏଭଳି ବସ୍ତୁର ଫାଟିବା   Ex. ଏହି ଢୋଲ ଫାଟିଗଲା
HYPERNYMY:
ONTOLOGY:
होना क्रिया (Verb of Occur)क्रिया (Verb)
 noun  ଫାଟିବା ପ୍ରକ୍ରିୟା ବା ଭାବ   Ex. ଫାଟିବା ପରେ ହିଁ ଗହମକୁ ବସ୍ତାରେ ରଖିବାକୁ ହେବ
ONTOLOGY:
शारीरिक कार्य (Physical)कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
   see : ବିସ୍ଫୋଟ

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP