Dictionaries | References

ସମ୍ଭାଳିବା

   
Script: Odia

ସମ୍ଭାଳିବା

ori.wordnet.indo | Oriya  Oriya |   | 
 verb  ନିଜ ଉପରକୁ କୌଣସି କାମର ଦାୟିତ୍ୱ ନେବା   Ex. ସେ ନିଜ ପିତାଙ୍କ କାରବାର ଭଲ ଭାବରେ ସମ୍ଭାଳିଛି
ONTOLOGY:
()कर्मसूचक क्रिया (Verb of Action)क्रिया (Verb)
 verb  ଖରାପ ଦଶାରେ ଗତି କରିବାରୁ ରୋକିବା   Ex. ବୋହୂ ଏହି କଙ୍କଣ ଆମର ପୂର୍ବପୁରୁଷଙ୍କ ଚିହ୍ନ, ଏବେ ଏହାକୁ ତୁମେ ସମ୍ଭାଳ
HYPERNYMY:
ONTOLOGY:
कार्यसूचक (Act)कर्मसूचक क्रिया (Verb of Action)क्रिया (Verb)
 verb  କୌଣସି ବ୍ୟକ୍ତି ବା ବସ୍ତୁର ଯତ୍ନ ନେବା   Ex. ମୋ ବୋହୂ ଏବେ ଚାକିରୀ ଛାଡ଼ି ଘର ଏବଂ ଛୁଆପିଲାଙ୍କୁ ସମ୍ଭାଳୁଛି
HYPERNYMY:
ସମ୍ଭାଳିବା
ONTOLOGY:
कार्यसूचक (Act)कर्मसूचक क्रिया (Verb of Action)क्रिया (Verb)
 verb  ସଂଯତ କରି ଆୟତ୍ତରେ ରଖିବା   Ex. ଦୁର୍ଗୁଣରୁ ରକ୍ଷା ପାଇବାପାଇଁ ମୁଁ ନିଜକୁ ବହୁତ ସମ୍ଭାଳିଛି
HYPERNYMY:
ONTOLOGY:
कार्यसूचक (Act)कर्मसूचक क्रिया (Verb of Action)क्रिया (Verb)
Wordnet:
benসামলে রাখা
mniꯉꯥꯛꯊꯣꯛꯄ
urdسنبھالنا , قابوکرنا , قابومیںرکھنا
 verb  ଏହା ଦେଖିବା ଯେ କୌଣସି ବସ୍ତୁ ଠିକ୍‌ ଅଛି କି ନାହିଁ   Ex. ନିଜର ଲୁଗା ସମ୍ଭାଳ
HYPERNYMY:
ONTOLOGY:
कार्यसूचक (Act)कर्मसूचक क्रिया (Verb of Action)क्रिया (Verb)
 verb  କୌଣସି ମନୋବେଗକୁ ରୋକିବା   Ex. ଜୀବନ -ମରଣ ତ ନିୟତିର ଖେଳ, ଆପଣ ଶୋକାକୁଳ ହୁଅନ୍ତୁ ନାହିଁ, ନିଜେ ନିଜକୁ ସମ୍ଭାଳନ୍ତୁ
ONTOLOGY:
कार्यसूचक (Act)कर्मसूचक क्रिया (Verb of Action)क्रिया (Verb)
Wordnet:
mniꯊꯦꯝꯖꯤꯟꯕ
sanआत्मानं संयम्
urdسنبھالنا , قابومیںرکھنا , قابو میں کرنا ,
   see : ଧରିବା, ସମ୍ଭଳା ହବା, ବୋହିବା

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP