କୌଣସି ବସ୍ତୁ ବା ବ୍ୟକ୍ତିଙ୍କୁ ଜଗାରଖା ବା ରକ୍ଷା କରିବା ନିମନ୍ତେ ଅଥବା ସେମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରୁ ଚାଲିଗଲାବେଳେ ଅଟକାଇବା ପାଇଁ ପହରାଦାରଙ୍କୁ ନିଯୁକ୍ତ କରିବାର କ୍ରିୟା
Ex. ପହରାଦାର ତତ୍ପରତା ସହିତ ପହରା ଦେଉଛି
ONTOLOGY:
शारीरिक कार्य (Physical) ➜ कार्य (Action) ➜ अमूर्त (Abstract) ➜ निर्जीव (Inanimate) ➜ संज्ञा (Noun)
ସୁରକ୍ଷାପ୍ରଦାନକରିବାପାଇଁ ପ୍ରହରୀ, ପୋଲିସ ଆଦିଙ୍କଦ୍ବାରା ରାତିରେ କରାଯାଉଥିବା ଭ୍ରମଣ
Ex. ରାତିରେ ପହରା ସମୟରେ କନେଷ୍ଟବଳ ଜଣେ ଚୋରକୁ ଧରିଲା
ONTOLOGY:
कार्य (Action) ➜ अमूर्त (Abstract) ➜ निर्जीव (Inanimate) ➜ संज्ञा (Noun)