Dictionaries | References

ସୀମା

   
Script: Odia

ସୀମା

ori.wordnet.indo | Oriya  Oriya |   | 
 noun  ଯେଉଁ ସ୍ଥାନରେ ସୀମାର ଶେଷ କିମ୍ବା ଅନ୍ତ ହୋଇଥାଏ   Ex. ମୋ ଗାଁର ସୀମାନ୍ତ ହେଉଛି ଏହି ନାଳ
ONTOLOGY:
भौतिक स्थान (Physical Place)स्थान (Place)निर्जीव (Inanimate)संज्ञा (Noun)
 noun  କୌଣସି କଥା ବା କାମ ଯେଉଁ ଶେଷ ସ୍ଥାନ ପର୍ଯ୍ୟନ୍ତ ହୋଇପାରେ ବା ହେବା ଉଚିତ୍‌   Ex. କୌଣସି କାମ ସୀମା ମଧ୍ୟରେ ରହି କରିବା ଅବଶ୍ୟକ
ONTOLOGY:
बोध (Perception)अमूर्त (Abstract)निर्जीव (Inanimate)संज्ञा (Noun)
 noun  କୌଣସି ପ୍ରଦେଶ ବା ବସ୍ତୁର ଚାରିଆଡ଼େ ବିସ୍ତାରରେ ଶେଷ ରେଖା ବା ସ୍ଥାନ   Ex. ଭାରତୀୟ ସୀମାରେ ଜବାନମାନେ ଠିଆ ହୋଇଛନ୍ତି
HYPONYMY:
ହିଡ଼ ଆନ୍ତରାଷ୍ଟ୍ରୀୟ ସୀମା ଟର୍ମିନସ ୱାଘା ସୀମା ସୀମା
ONTOLOGY:
भौतिक स्थान (Physical Place)स्थान (Place)निर्जीव (Inanimate)संज्ञा (Noun)
Wordnet:
malഅതിര്‍ത്തി
urdسرحد , حد , کنارہ , دائرہ , سرحدی لائن
 noun  ଆନନ୍ଦ, ଦୁଃଖ ଆଦିର ପରିସୀମା   Ex. ଏହି ଖବର ଶୁଣିକରି ତାର ଖୁସୀର ସୀମା ରହିଲାନାହିଁ
ONTOLOGY:
संकल्पना (concept)अमूर्त (Abstract)निर्जीव (Inanimate)संज्ञा (Noun)
SYNONYM:
 noun  କୌଣସି ପ୍ରଦେଶ ବା ସ୍ଥାନର ଚାରି ଦିଗରେ ବିଛାଇ ହୋଇଥିବା ଶେଷ ରେଖା ବା ସ୍ଥାନ   Ex. ସୈନ୍ୟମାନେ ଶତ୍ରୁସେନାକୁ ସୀମା ପାରିକୁ ତଡି ଦେଲେ
ONTOLOGY:
भौतिक स्थान (Physical Place)स्थान (Place)निर्जीव (Inanimate)संज्ञा (Noun)
   see : କାନି, ଭିତରେ

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP