Dictionaries | References

ସ୍ପର୍ଶ

   
Script: Odia

ସ୍ପର୍ଶ

ori.wordnet.indo | Oriya  Oriya |   | 
 noun  ଗୋଟିଏ ବସ୍ତୁ ଅନ୍ୟ ବସ୍ତୁସହ ସଂଯୋଗ କରିବା ବା ଛୁଇଁବା ପ୍ରକ୍ରିୟା   Ex. ସାପୁଆକେଳା ବାରମ୍ବାର ସାପକୁ ସ୍ପର୍ଶ କରୁଥିଲା/ଅମ୍ଳ ସଂସ୍ପର୍ଶରେ ଆସିଲେ ଲିଟ୍‌ମସ୍‌ ପେପର ଲାଲ ହୋଇଯାଏ
ONTOLOGY:
कार्य (Action)अमूर्त (Abstract)निर्जीव (Inanimate)संज्ञा (Noun)
 noun  ଗ୍ରହଣ ସମୟରେ ସୂର୍ଯ୍ୟ ଅଥବା ଚନ୍ଦ୍ର ଉପରେ ଛାୟା ପଡିବାର କ୍ରିୟା ବା ଗ୍ରହଣର ଆରମ୍ଭ   Ex. ଦୂରଦର୍ଶନରେ ସୂର୍ଯ୍ୟ ଗ୍ରହଣର ଆରମ୍ଭରୁ ନେଇ ମୋକ୍ଷ ପର୍ଯ୍ୟନ୍ତ ସମସ୍ତଦୃଶ୍ୟ ପ୍ରଦର୍ଶନ କରାଗଲା
ONTOLOGY:
भौतिक अवस्था (physical State)अवस्था (State)संज्ञा (Noun)
Wordnet:
 noun  ସଂଭୋଗର ଏକ ପ୍ରକାର ବା ଆସନ ବା ରତି ବନ୍ଧ   Ex. ସ୍ପର୍ଶ ଷୋହଳ ରତିବନ୍ଧ ମଧ୍ୟରୁ ଗୋଟିଏ
ONTOLOGY:
भौतिक अवस्था (physical State)अवस्था (State)संज्ञा (Noun)

Comments | अभिप्राय

Comments written here will be public after appropriate moderation.
Like us on Facebook to send us a private message.
TOP